create account

ରାଜ୍ୟରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାତି by amanprem

View this thread on: hive.blogpeakd.comecency.com
· @amanprem ·
ରାଜ୍ୟରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାତି
ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ବଢିବ ତାତି । ୨ରୁ ୩ ଡିଗ୍ରର ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି । ଅଧିକାଶଂ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କମରିବାର ସମ୍ଭାବନା ରହିଛି । ଏପ୍ରିଲ ଦ୍ୱିତୀୟ ସପ୍ତାହ ସୁଦ୍ଧା ରାଜ୍ୟବାସୀଙ୍କୁ ଖରାରୁ ଆଶ୍ୱସ୍ତି ମିଳିବ ନାହିଁ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ୬ ଟି ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀ ସେଲସିୟସ୍ ଉପରେ ରହିଛି । ସୁନ୍ଦରଗଡରେ ସର୍ବାଧିକ ୪୧ଡିଗ୍ରୀ ରହିଥିବାବେଳେ ବଲାଙ୍ଗିର ୪୦.୫ ଡିଗ୍ରୀ ଛୁଇଁଥିଲା । ମାଲକାନଗିରି, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଲେଖାଏଁ ରହିଥିଲା ।

ସେହିପରି ମାଲକାନଗିରି, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଲେଖାଏଁ ରହିଥିଲା । ସୋନପୁର ତାପମାତ୍ରା ୩୯, ବୌଦ୍ଧ ୩୯.୫, ତାଳଚେର ୩୯.୫, ହୀରାକୁଦ ୩୯.୫, ବାରିପଦା ୩୯.୬ ଡିଗ୍ରୀ ଥିଲା । ଭୁବନେଶ୍ୱର ତାପମାତ୍ରା ୩୭.୫ ଡିଗ୍ରୀ ଥିଲା ।

୧୧ ତାରିଖ ଅପରାହ୍ନ ସୁଦ୍ଧା ରାଜ୍ୟର ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘୂର୍ଣ୍ଣିବଳୟ ସହିତ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି।
👍  ,
properties (23)
authoramanprem
permlink976dholnd7drc3h847v3
categoryatrnews-weatherinodishashot
json_metadata{"community":"exxp","app":"exxp","image":[""],"tags":["atrnews-weatherinodishashot"],"canonical_url":"https://atrnews.in/odisha/weather-in-odisha-s-hot/"}
created2021-04-06 11:12:57
last_update2021-04-06 11:12:57
depth0
children0
last_payout2021-04-13 11:12:57
cashout_time1969-12-31 23:59:59
total_payout_value0.000 HBD
curator_payout_value0.000 HBD
pending_payout_value0.000 HBD
promoted0.000 HBD
body_length1,034
author_reputation33,104,693,194,908
root_title"ରାଜ୍ୟରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାତି"
beneficiaries
0.
accountsteempress
weight1,500
max_accepted_payout1,000,000.000 HBD
percent_hbd10,000
post_id102,860,607
net_rshares230,745,142
author_curate_reward""
vote details (2)